ରାଜନୀତି

ସର୍ବଦଳୀୟ ବୈଠକରେ ଯୋଗଦେଲାନି କଂଗ୍ରେସ

ବିଧାନସଭାର ବଜେଟ ଅଧିବେଶନ ନେଇ ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବସିଥିଲା ସର୍ବଦଳୀୟ ବୈଠକ। ହେଲେ ସର୍ବଦଳୀୟ ବୈଠକରେ ଯୋଗଦେଇନି କଂଗ୍ରେସ। ଏପର୍ୟ୍ୟନ୍ତ କଂଗ୍ରେସ ବିଧାୟକ ଦଳ ନେତା ଘୋଷଣା ହୋଇ ନଥିବା ବେଳେ ଦଳ ପକ୍ଷରୁ ସର୍ବଦଳୀୟ ବୈଠକରେ କେହି ଯୋଗ ଦେଇନଥିବା ଦେଖିବାକୁ ମିଳିଛି। ଏନେଇ ଫୋନ ଜରିଆରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ସହ କଥା ହୋଇଥିବା କହିଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ। ସେହିପରି ବାମପନ୍ଥୀ ବିଧାୟକ ଲକ୍ଷ୍ମଣ ମୁଣ୍ଡା ମଧ୍ୟ ଏହି ବୈଠକରେ ସାମିଲ ହୋଇନଥିଲେ।

Related Articles

Leave a Reply

Your email address will not be published. Required fields are marked *

Back to top button