ଓଡିଶା

ପତ୍ନୀଙ୍କୁ ହରାଇ ଭାଙ୍ଗି ପଡ଼ିଛନ୍ତି ଜୁଏଲ

ତ୍ନୀ ଝିଙ୍ଗିଆ ଓରାମଙ୍କ ମୃତ୍ୟୁରେ ଭାଙ୍ଗି ପଡ଼ିଛନ୍ତି ସୁନ୍ଦରଗଡ଼ ସାଂସଦ ତଥା କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ। ଗତକାଲି ରାତି ୧୦ଟା ୫୦ରୁ ୫୫ ମଧ୍ୟରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଝିଙ୍ଗିଆ ଓରାମଙ୍କ ପରଲୋକ ହୋଇଥିଲା। ସେ ୯ ଦିନ ଧରି ଡେଙ୍ଗୁରେ ଆକ୍ରାନ୍ତ ହୋଇ ସେଠାରେ ଚିକିତ୍ସାଧୀନ ଥିବା ବେଳେ ଗତକାଲି ଅବସ୍ଥା ଗୁରୁତର ହୋଇଯାଇଥିଲା ଓ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ।

Related Articles

Leave a Reply

Your email address will not be published. Required fields are marked *

Back to top button