ଓଡିଶା

ମହାନଦୀକୁ ଡେଇଁଲେ ହାଇସ୍କୁଲ ଛାତ୍ରୀ

ମହାନଦୀକୁ ଡେଇଁପଡିଲେ ଛାତ୍ରୀ। ସମ୍ବଲପୁର ଚାଉଁରପୁର ବ୍ରିଜ୍ ରୁ ମହାନଦୀକୁ ହାଇସ୍କୁଲ ଛାତ୍ରୀ ଜଣକ ଡେଇଁ ପଡିଥିବା ସୂଚନା ମିଳିଛି। ଛାତ୍ରୀ ଜଣଙ୍କ ନାଁ କାଜଲ ବୋଲି ଜଣାପଡିଛି। ଆଜି ସକାଳେ କାଜଲ ସାଇକେଲ ଧରି ଘରୁ ବାହାରି ସ୍କୁଲ ଆସିଥିଲେ। ଏହାପରେ ସେ ସାଇକେଲଟିକୁ ବ୍ରିଜ୍ ଉପରେ ରଖି ନଦୀକୁ ଡେଇଁ ପଡିଥିଲେ। ପରେ ମର୍ଣ୍ଣିଂ ଓ୍ବାକ୍ କରୁଥିବା କିଛି ଲୋକ ଏହା ଦେଖି  ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଅଗ୍ନିଶମ ବାହିନୀ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଖୋଜାଖୋଜି ଜାରି ରଖିଛି। ତେବେ ଛାତ୍ରୀ ଜଣଙ୍କ କେଉଁ କାରଣରୁ ନଦୀକୁ ଡେଇଁ ପଡିଲେ ତାର କାରଣ ଜଣାପଡ଼ିନାହିଁ ।

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button