ଓଡିଶା

ବିଧାନସଭା ଦ୍ଵିତୀୟ ପର୍ଯ୍ୟାୟ ଅଧିବେଶନର ନବମ ଦିନ, ଶୂନ୍ୟକାଳରେ ଉଠିବ ଗୁରୁତ୍ଵପୂର୍ଣ୍ଣ ପ୍ରସଙ୍ଗ

ଭୁବନେଶ୍ଵର, ୩୦/୦୮ : ବିଧାନସଭା ଦ୍ଵିତୀୟ ପର୍ଯ୍ୟାୟ ଅଧିବେଶନର ନବମ ଦିନ। ଆଜିବି କମ୍ପିବ ବିଧାନସଭା। ଗୃହରେ ବିଦ୍ୟାଳୟ ଓ ଗଣଶିକ୍ଷା, ଉଚ୍ଚଶିକ୍ଷା, ଶିଳ୍ପ, ଅନୁସୂଚିତ ଜନଜାତି, ଅନୁସୂଚିତ ଜାତି ଉନ୍ନୟନ ଏବଂ ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣ, କ୍ରୀଡ଼ା ଓ ଯୁବ କଲ୍ୟାଣ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା, ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ପ୍ରଶ୍ନକାଳ ରହିଛି।

ବିଧାନସଭାରେ ଶୂନ୍ୟକାଳରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉଠିବ। ବିରୋଧୀ ଓ ଶାସକ ଦଳର ସଦସ୍ୟମାନେ ମୁହାମୁହିଁ ହୋଇପାରନ୍ତି। ଅପରାହ୍ନରେ ଶିଳ୍ପ, ଏମଏସଏମଇ ବିଭାଗର ଖର୍ଚ୍ଚ ଦାବି ଆଲୋଚନା ରହିଛି।

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button