ଦେଶ ବିଦେଶ

କମିଛି ସୁନା ଦର, କିଣିବା ଆଗରୁ ଜାଣି ନିଅନ୍ତୁ କେତେ ରହିଛି ମୂଲ୍ୟ

ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା ଦର । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୬୭, ହଜାର o୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ଗ୍ରାମ ପିଛା ୭୩ ହଜାର ୧୫୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୭, ୦୫୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୩,୧୫୦ ହୋଇଛି ।

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୭, ୦୫୦ ଟଙ୍କା ଓ ୭୩,୧୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୬୭,୨୦୦ ଟଙ୍କା ଓ ୭୩, ୧୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୭, ୦୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୩,୧୫୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୭, ୦୫୦ ଟଙ୍କା ଓ ୭୩,୧୫୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର କେଜି ପ୍ରତି ୮୮,୪୦୦ ଟଙ୍କା ହୋଇଛି ।

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button