ଧର୍ମ

ଗୀତା ମାହାତ୍ମ୍ୟ: ଯଂ ସଂନ୍ୟାସମିତି ପ୍ରାହୁର୍ଯୋଗଂ ତଂ ବିଦ୍ଧି ପାଣ୍ଡବାନ ହ୍ୟସଂନ୍ୟସ୍ତସଂକଳ୍ପୋ ଯୋଗୀ ଭବତି କଶ୍ଚନ।

ଗୀତା ଉପଦେଶ: ବିଷାଦଗ୍ରସ୍ତ ଅର୍ଜୁନଙ୍କୁ ରଣାଙ୍ଗନରେ ଭଗବାନ ଶ୍ରୀକୃଷ୍ଣ ଧ୍ଯାନଯୋଗ ସମ୍ବନ୍ଧରେ କହୁଛନ୍ତି : –

ଯଂ ସଂନ୍ୟାସମିତି ପ୍ରାହୁର୍ଯୋଗଂ ତଂ ବିଦ୍ଧି ପାଣ୍ଡବାନ ହ୍ୟସଂନ୍ୟସ୍ତସଂକଳ୍ପୋ ଯୋଗୀ ଭବତି କଶ୍ଚନ।

ଅର୍ଥାତ :-ଯାହାକୁ ସନ୍ୟାସ କୁହାଯାଏ,ତାହା ଯୋଗଠାରୁ ଭିନ୍ନ ନୁହେଁ,କାରଣ କେହି ମଧ୍ୟ ସାଂସାରିକ କାମନା ତ୍ୟାଗ ନ କରି ଯୋଗୀ ହୋଇପାରିବେ ନାହିଁ।

( ଗୀତା ଧ୍ଯାନ ଯୋଗ )

Related Articles

Leave a Reply

Your email address will not be published. Required fields are marked *

Back to top button