ଓଡିଶା

ବିଜେପି ଅଫିସରୁ ସୁନୀତି ମୁଣ୍ଡଙ୍କୁ ଘଉଡ଼ାଇଲେ କର୍ମୀ

ରାଜ୍ୟ ବିଜେପି କାର୍ଯ୍ୟାଳୟରେ ହଟହଟା ହୋଇଛନ୍ତି ଗତ ଭୁବନେଶ୍ୱର ମହାନଗର ନିଗମ ନିର୍ବାଚନରେ ଦଳ ତରଫରୁ ମେୟର ପ୍ରାର୍ଥୀ ହୋଇଥିବା ସୁନୀତି ମୁଣ୍ଡ। ଦଳ ବିରୋଧୀ କାର୍ଯ୍ୟ ଯୋଗୁ ତିନି ଦିନ ତଳେ ନିଲମ୍ବିତ ହୋଇଥିବା ସତ୍ତ୍ୱେ ସେ ଦଳୀୟ ଅଫିସକୁ ଆସି ସେଠାରେ ଦଳ ବିରୋଧରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଉଥିବା ଅଭିଯୋଗ କରି ବିଜେପିର କେତେକ ମହିଳା କର୍ମୀ ତାଙ୍କୁ ସେଠାରୁ ଘଉଡ଼ାଇ ଦେଇଥିଲେ।

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button