ଧର୍ମ

ଗୀତା ମାହାତ୍ମ୍ୟ: ସର୍ବଭୂତସ୍ଥିତଂ ଯୋ ମାଂ ଭଜତ୍ୟେକତ୍ୱମାସ୍ଥିତଃ । ସର୍ବଥା ବର୍ତମାନୋଽପି ସ ଯୋଗୀ ମୟି ବର୍ତତେ ।

ଗୀତା ଉପଦେଶ: ବିଷାଦଗ୍ରସ୍ତ ଅର୍ଜୁନଙ୍କୁ ରଣାଙ୍ଗନରେ ଭଗବାନ ଶ୍ରୀକୃଷ୍ଣ ଆତ୍ମ ସଂଯମ ଯୋଗ ସମ୍ବନ୍ଧରେ କହୁଛନ୍ତି : –

ସର୍ବଭୂତସ୍ଥିତଂ ଯୋ ମାଂ ଭଜତ୍ୟେକତ୍ୱମାସ୍ଥିତଃ ।
ସର୍ବଥା ବର୍ତମାନୋଽପି ସ ଯୋଗୀ ମୟି ବର୍ତତେ ।।୩୧।।

ଅର୍ଥାତ୍: ଯେଉଁ ଯୋଗୀ ମୋ ସହିତ ଯୁକ୍ତ ରହିଥାଆନ୍ତି ଏବଂ ସମସ୍ତଙ୍କ ହୃଦୟରେ ସ୍ଥିତ ପରମାତ୍ମା ରୂପରେ ମୋର ଉପାସନା କରନ୍ତି, ସେ ସମସ୍ତ ପ୍ରକାର କର୍ମରେ ଲିପ୍ତ ରହି ମଧ୍ୟ ମୋ ଠାରେ ନିବାସ କରିଥାଆନ୍ତି ।

( ଗୀତା ଷଷ୍ଠ ଅଧ୍ୟାୟ ୩୧ ଶ୍ଳୋକ )

Related Articles

Leave a Reply

Your email address will not be published. Required fields are marked *

Back to top button