ଓଡିଶା

‘ମାଗଣାରେ ମହାପ୍ରସାଦ ଦେବାକୁ ରୂପରେଖ ପ୍ରସ୍ତୁତ କରାଯାଉଛି’

ହାପ୍ରଭୁଙ୍କ ଦର୍ଶନ ପାଇଁ ଆସୁଥିବା ସମସ୍ତ ଭକ୍ତଙ୍କୁ ମାଗଣାରେ ବଣ୍ଟନ କରାଯିବ ମହାପ୍ରସାଦ। ଏନେଇ ଯୋଜନା ରଖିଛନ୍ତି ରାଜ୍ୟ ସରକାର। ପୁରୀରେ ରଥ ସେବା ସମ୍ମାନ- ୨୦୨୪ କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ଏହା କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ତେବେ କେବଠୁ ଓ କେମିତି ଦିଆଯିବ ମହାପ୍ରସାଦ, ସେନେଇ ଆଇନ ମନ୍ତ୍ରୀ ସ୍ପଷ୍ଟ କରିନାହାନ୍ତି।

ସେ କହିଛନ୍ତି, ଏ ସଂପର୍କରେ ରାଜ୍ୟ ସରକାର ଏକ ରୂପରେଖ ପ୍ରସ୍ତୁତ କରୁଛନ୍ତି।

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button