ଓଡିଶା

ଭୁବନେଶ୍ୱରରେ ପହଞ୍ଚିଲେ ଉତ୍ତରକାଶୀ ଟନେଲରେ ଫସିଥିବା ୪ ଓଡ଼ିଆ ଶ୍ରମିକ – Utkal Mail



ଭୁବନେଶ୍ୱର: ଟନେଲରୁ ଉଦ୍ଧାର ହୋଇଥିବା ୪ ଓଡ଼ିଆ ଶ୍ରମିକ ଭୁବନେଶ୍ୱରରେ ପହଞ୍ଚିଲେ । ଆଜି ମଧ୍ୟାହ୍ନରେ ସେମାନେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି ।

ଉତ୍ତରକାଶୀର ଟନେଲରେ ଫସିଥିବା ୪୧ ଶ୍ରମିକଙ୍କ ମଧ୍ୟରେ ୫ ଜଣ ଓଡ଼ିଆ ଶ୍ରମିକ ଥିଲେ । ତେବେ ୪ ଜଣ ଫେରିଥିବାବେଳେ ତପନ ମଣ୍ଡଳ ନାମକ ଜଣେ ଶ୍ରମିକ ଆସି ନାହାନ୍ତି । ସେ  ତାଙ୍କ ନିଜ ଭାଇ ସହ ପରେ ଆସି ପହଞ୍ଚିବା ସୂଚନା ମିଳିଛି ।




utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button