ଓଡିଶା

ଫିକା ପଡ଼ିବ ପାର୍ବଣ ! ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି

ଭୁବନେଶ୍ଵର: ପାର୍ବଣକୁ ଫିକା କରିପାରେ ବର୍ଷା। ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ଏହା ୪ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ୪ ତାରିଖ ବେଳକୁ ବର୍ଷା ହୋଇପାରେ। ଭାରତୀୟ ପାଣିପାଗ ବିଭାଗ(ଆଇଏମଡି) ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ବୁଧବାର ଏ ନେଇ ସୂଚନା ଦେଇଛନ୍ତି।

ତେବେ ଏହା ଅବପାତ କିମ୍ବା ବାତ୍ୟା ରୂପ ନେବ ନାହିଁ ବୋଲି ଆଶ କରୁଛୁ ବୋଲି ସେ କହିଛନ୍ତି

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button