ଓଡିଶା

ସାତକୋଶିଆ ପାଇଁ ୧୨ ପାଟ୍ରୋଲିଂ ଭ୍ୟାନ

ଭୁବନେଶ୍ୱର: ସାତକୋଶିଆ ବ୍ୟାଘ୍ର ଅଭୟାରଣ୍ୟକୁ ମିଳିଛି ୧୨ଟି ପାଟ୍ରୋଲିଂ ଭ୍ୟାନ । ବାଲୁଖଣ୍ଡ ଓ କପିଳାସ ଅଭୟାରଣ୍ୟକୁ ମଧ୍ୟ ପାଟ୍ରୋଲିଂ ଭ୍ୟାନ ପ୍ରଦାନ କରାଯାଇଛି । ଏହି ପାଟ୍ରୋଲିଂ ଭ୍ୟାନ ଜୀବଜନ୍ତୁଙ୍କ ସୁରକ୍ଷା ପାଇଁ ବ୍ୟବହାର କରାଯିବ । ଉକ୍ତ ଭ୍ୟାନରେ ଜିପିଏସ ନାଭିଗେସନ ସହ ବନ୍ୟପ୍ରାଣୀଙ୍କୁ ଉଦ୍ଧାର କରିବାର ବ୍ୟବସ୍ଥା ରହିଛି ।

Related Articles

Leave a Reply

Your email address will not be published. Required fields are marked *

Back to top button