ଦେଶ ବିଦେଶ

ଶେୟାର ବଜାରରେ ଉତ୍ସାହ

ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଚଳିତ ସପ୍ତାହର ୨ୟ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବୃଦ୍ଧି କରିଛନ୍ତି। ମଙ୍ଗଳବାର ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ)ର ସେନ୍‌ସେକ୍ସ ୪୮୩(୪୮୨.୭୦) ପଏଣ୍ଟ ବଢି ୭୧,୫୫୫ (୭୧,୫୫୫.୧୯) ଅଙ୍କରେ କାରବାର ବନ୍ଦ ହୋଇଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ) ର ନିଫ୍ଟି-୫୦ରେ ମଧ୍ୟ ୧୨୭(୧୨୭.୨୦) ପଏଣ୍ଟ ବୃଦ୍ଧି ଘଟି ୨୧,୭୪୩ (୨୧,୭୪୩.୨୫) ଅଙ୍କରେ କାରବାର ଶେଷ ହୋଇଥିଲା।

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button