ଦେଶ ବିଦେଶ

ବହୁତ ହିଁ ଅଧିକ ଭାଗ୍ୟଶାଳୀ ହୋଇଥାନ୍ତି ଏହି 3 ଟି ନାମର ଝିଅ

ବନ୍ଧୁଗଣ ନମସ୍କାର, ବନ୍ଧୁଗଣ ଆଜି ଆମେ ଆପଣଂକୁ ଏଭଳି ୩ଟି ଅକ୍ଷର ଥିବା ଝିଅ ମାନଙ୍କ ସମ୍ବନ୍ଧରେ କହିବୁ, ଯେଉଁମାନେ ଭାଗ୍ୟଶାଳୀ ବ୍ୟକ୍ତି ଙ୍କୁ ମିଳିଥାନ୍ତି । ବନ୍ଧୁଗଣ ଆପଣ ମାନେ ତ ଜାଣିଥିବେ ଯେ,

କୌଣସି ବ୍ୟକ୍ତି ର ରାଶି ଦ୍ବାରା ହିଁ ସେହି ବ୍ୟକ୍ତି ସମ୍ବନ୍ଧରେ ଜଣା ପଡ଼ିଥାଏ ଏବଂ ସେହି ବ୍ୟକ୍ତି ନିଜ ଜୀବନରେ ସଫଳତା ହାସଲ କରିବା ଅଥବା ନୁହେଁ ତାହା ମଧ୍ୟ ବ୍ୟକ୍ତି ର ରାଶି ମାଧ୍ୟମରେ ଜଣା ପଡ଼ିଥାଏ । ବନ୍ଧୁଗଣ କୌଣସି ବ୍ୟକ୍ତି ର ରାଶି ଯେତେ ମାତ୍ରା ରେ ଗୁରୁତ୍ୱପୂର୍ଣ୍ଣ ହୋଇଥାଏ ସେତେ ମାତ୍ରା ରେ ସେହି ବ୍ୟକ୍ତି ର ନାମର ପ୍ରଥମ ଅକ୍ଷର ମଧ୍ୟ ମହତ୍ତ୍ୱ ପୂର୍ଣ ହୋଇଥାଏ ।

 

କୌଣସି ବ୍ୟକ୍ତି ର ଆଚାର,ବିଚାର,ବ୍ୟବହାର, ଗୁଣ ଆଦି ତା’ର ନାମର ପ୍ରଥମ ଅକ୍ଷରରୁ ହିଁ ଜଣା ପଡ଼ିଥାଏ ।ପ୍ରତ୍ୟେକ ବ୍ୟକ୍ତି ନିଜ ଜୀବନରେ ଏଭଳି ଏକ ଜୀଵନ ସାଥୀର କାମନା କରିଥାଏ ଯିଏ ତାଙ୍କୁ ନିଜ ଠାରୁ ମଧ୍ୟ ଅଧିକ ଭଲ ପାଉଥିବ । ତେବେ ପ୍ରତ୍ୟେକ ବ୍ୟକ୍ତି ର ଜୀବନ ସାଥି ଙ୍କ ସ୍ୱଭାବ ମଧ୍ୟ ତାଙ୍କ ନାମର ପ୍ରଥମ ଅକ୍ଷରରୁ ଜଣା ପଡ଼ିଥାଏ ।

ତେବେ ବନ୍ଧୁଗଣ ଆଜି ଆମେ ଆପଣ ମାନଙ୍କୁ ଏଭଳି ୩ଟି ନାମ ଥିବା ଝିଅ ମାନଙ୍କ ସମ୍ବନ୍ଧରେ କହିବୁ ଯେଉଁ ମାନେ ସବୁଠାରୁ ଭାଗ୍ୟଶାଳୀ ବ୍ୟକ୍ତି ଙ୍କୁ ବିବାହ କରିଥାନ୍ତି । ତେବେ ଆସନ୍ତୁ ଏହି ସମ୍ବନ୍ଧରେ ବିସ୍ତାର ରୂପରେ ଜାଣିବା ।

୧. ବନ୍ଧୁଗଣ ପ୍ରଥମ ଅକ୍ଷର ଟି ହେଉଛି, ‘R’ । ଯେଉଁ ଝିଅ ମାନଙ୍କ ନାମ ଏହି ଅକ୍ଷରରୁ ଆରମ୍ଭ ହୋଇଥାଏ ସେହି ଝିଅ ମାନେ ନିଜ ଗୁଣ ଏବଂ ସ୍ଵଭାବ ଜରିଆରେ ସମସ୍ତଙ୍କୁ ଆକର୍ଷିତ କରିଥାନ୍ତି । ଏହି ନାମ ର ଝିଅ ମାନେ ଯେଉଁ ବ୍ୟକ୍ତି ଙ୍କୁ ବିବାହ କରିଥାନ୍ତି ସେ ଅତ୍ୟନ୍ତ ଭାଗ୍ୟଶାଳୀ ହୋଇଥାନ୍ତି ।

ଏହି ଝିଅ ମାନେ ନିଜର ଜୀବନ ସାଥି ଙ୍କୁ ବହୁତ ଭଲ ପାଇଥାନ୍ତି ଏବଂ ତାଙ୍କ ପାଇଁ କିଛି ବି କରିବାକୁ ପ୍ରସ୍ତୁତ ହୋଇଯାନ୍ତି । ଏହି ଅକ୍ଷରରୁ ନାମ ଆରମ୍ଭ ହେଉଥିବା ଝିଅ ମାନେ କେବଳ ଭାଗ୍ୟଶାଳୀ ବ୍ୟକ୍ତି ଙ୍କୁ ମିଳିଥାନ୍ତି ।

 

୨. ବନ୍ଧୁଗଣ ଦ୍ଵିତୀୟ ଅକ୍ଷରଟି ହେଉଛି, ‘S’ । ଯେଉଁ ଝିଅ ମାନଙ୍କ ନାମ ଏହି ଅକ୍ଷରରୁ ଆରମ୍ଭ ହୋଇଥାଏ ସେହି ଝିଅ ମାନେ ଦେଖିବାକୁ ବହୁତ ସୁନ୍ଦର ହୋଇଥାନ୍ତି ଏବଂ ଏମାନଙ୍କ ହୃଦୟ ମଧ୍ୟ ବହୁତ ସଫା ହୋଇଥାଏ । ଏହି ଝିଅ ମାନେ ଯେଉଁ ବ୍ୟକ୍ତି ଙ୍କୁ ବିବାହ କରନ୍ତି ସେହି ବ୍ୟକ୍ତି ବହୁତ ଭାଗ୍ୟଶାଳୀ ହୋଇଥାନ୍ତି ।

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button