ଓଡିଶା

ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ଉଦଘାଟିତ, ସାମିଲ ହେଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ସମିତି ଓ ମହିଳା ଶିଶୁ ବିକାଶ ବିଭାଗ ଦ୍ୱାରା ଭୁବନେଶ୍ବର ସ୍ଥିତ କଳିଙ୍ଗ ଷ୍ଟାଡିୟମ ଠାରେ ଆୟୋଜିତ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ “ମହକ ଓ ଉତ୍ସାହ ୨୦୨୪” ଆୟୋଜିତ ହେଉଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାମିଲ ହୋଇଥିଲେ।

ଭୁବନେଶ୍ବର ସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ “ମହକ ଓ ଉତ୍ସାହ ୨୦୨୪” କାର୍ଯ୍ୟକ୍ରମରେ ବିଭିନ୍ନ ଜିଲ୍ଲାରୁ ଭିନ୍ନ ଭିନ୍ନ ବିଦ୍ୟାଳୟର ଶିଶୁମାନେ ଉପସ୍ଥିତ ରହିଛନ୍ତି। କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ପ୍ରଭାତୀ ପରିଡା, ମନ୍ତ୍ରୀ ରବି ନାରାୟଣ ନାଏକ, ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ପ୍ରମୁଖ ଉପସ୍ଥିତ ରହିଥିଲେ।

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button