ଓଡିଶା

ନିମ୍ନମାନ ଛତୁଆ ପ୍ରସଙ୍ଗ: ୧୨୫ ଏସଏଚଜି ଗ୍ରୁପକୁ କାରଣ ଦର୍ଶାଅ ନୋଟିସ

ଭୁବନେଶ୍ବର: ବିଧାନସଭାରେ ନିମ୍ନମାନର ଛତୁଆ ପ୍ରସଙ୍ଗ ନେଇ ବିରୋଧୀ ସରକାରଙ୍କୁ ଘେରିଛନ୍ତି। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କୁ ବିଧାୟକ କଳିକେଶ ନାରାୟଣ ସିଂ ଦେଓ ପ୍ରଶ୍ନ କରିଛନ୍ତି। ଆଉ ଏହାର ଉତ୍ତରରେ ପ୍ରଭାତୀ ପରିଡ଼ା କହିଛନ୍ତି, ନିମ୍ନମାନର ଛତୁଆ ଏସଏଚଜି ଗ୍ରୁପ ଯୋଗାଣ କରୁଛନ୍ତି।

୧୨୫ଟି ଏସଏଚଜି ଗ୍ରୁପ ବିରୋଧରେ ଏଭଳି ଅଭିଯୋଗ ଆସିଛି । ଏନେଇ ୬୩ ଏସଡିପିଓଙ୍କ ସମେତ ସୁପରଭାଇଜରଙ୍କୁ କାରଣ ଦର୍ଶାଅ ନୋଟିସ ମହିଳା ଶିଶୁ ବିକାଶ ବିଭାଗ ପକ୍ଷରୁ ଜାରି କରାଯାଇଛି ।

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button