ଓଡିଶା

ଅର୍ଥ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ଦାୟିତ୍ବ

ଭୁବନେଶ୍ୱର – ନବ କିଶୋର ଦାସଙ୍କ ମୃତ୍ୟୁ ପରେ ଅର୍ଥ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟର ଅତିରିକ୍ତ ଦାୟିତ୍ଵ ଦିଆଯାଇଛି । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଅନୁମୋଦନ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିରଞ୍ଜନ ପୂଜାରୀଙ୍କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଦାୟିତ୍ବ ଦେଇଛନ୍ତି ।

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button