ଓଡିଶା
ପଠାଣି ସାମନ୍ତଙ୍କ ଜନ୍ମସ୍ଥାନରେ ହେବ ପ୍ଲାନେଟାରିୟମ

ଶ୍ବର: ବିଶିଷ୍ଟ ଜ୍ୟୋତିର୍ବିଜ୍ଞାନୀ ପଠାଣି ସାମନ୍ତଙ୍କ ଜନ୍ମସ୍ଥାନକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାରୟ ବଡ଼ ଘୋଷଣା କରିଛନ୍ତି । ପଠାଣି ସାମନ୍ତଙ୍କ ଜନ୍ମସ୍ଥାନ ନୟାଗଡ଼ ଜିଲ୍ଲାର ଖଣ୍ଡପଡ଼ାଠାରେ ରାଜ୍ୟ ସରକାର ଏକ ପ୍ଲାନେଟାରିୟମ୍ ସ୍ଥାପନ କରିବେ । ସେହିପରି ୬ କୋଟି ଟଙ୍କାରେ ସାଇନ୍ସ ପାର୍କ ନିର୍ମିତ ହେବାକୁ ଯାଉଛି।


