ଓଡିଶା

ହରିୟାଣା ମୁଖ୍ୟମନ୍ତ୍ରୀ ହେଲେ ନାୟବ ସିଂହ ସୈନୀ, ଦ୍ଵିତୀୟ ଥର ପାଇଁ ନେଲେ ଶପଥ

ଣ୍ଡିଗଡ଼: ନାୟବ ସିଂହ ସୈନୀ ଗୁରୁବାର ହରିୟାଣା ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଲଗାତର ଦ୍ଵିତୀୟ ଥର ପାଇଁ ସେ ଏହି ପଦରେ ଶପଥ ନେଇଛନ୍ତି। ପଞ୍ଚକୁଳାରେ ଆୟୋଜିତ ଶପଥ ଗ୍ରହଣ ସମାରୋହରେ ରାଜ୍ୟପାଳ ବନ୍ଦାରୁ ଦତ୍ତାତ୍ରେୟ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ସୈନୀଙ୍କ ମନ୍ତ୍ରୀମଣ୍ଡଳର ସଦସ୍ୟମାନେ ମଧ୍ୟ ଏହି ସମାରୋହରେ ଶପଥ ନେଇଛନ୍ତି।ଏହି ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ ଏବଂ ବିଜେପିର ଶୀର୍ଷ ନେତୃବୃନ୍ଦଙ୍କ ସହ ଏନଡିଏର ଅନ୍ୟ ନେତାମାନେ ଉପସ୍ଥିତ ଥିଲେ।

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button